ରାଜନୀତିରାଜ୍ୟ

ଶଙ୍ଖ ଧରିଲେ ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ।

ଭୁବନେଶ୍ୱର/୧୮/୦୪ – ବିଜେଡିରେ ସାମିଲ ହେଲେ ଓଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଆଜି ଶଙ୍ଖ ଭବନରେ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି ବର୍ଷା। 

ପୂର୍ବରୁ ଅନେକ ସମୟରେ ବିଜେଡି ଦଳ ପାଇଁ ପ୍ରଚାର କରିଥିଲେ ବର୍ଷା । ଆଜି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭି.କେ ପାଣ୍ଡିଆନ୍ ଏବଂ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି ବର୍ଷା ।

Show More

Related Articles

Back to top button