ଅପରାଧ

ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା !


କେନ୍ଦୁଝର/୨୭/୦୩ – କେନ୍ଦୁଝର ସଦର ଥାନା ପଳାଶପଙ୍ଗା ବିଟ୍‌ ଅନ୍ତର୍ଗତ ଫକୀରପୁର ଗ୍ରାମରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ଯୁବକ ଜଣଙ୍କ ହେଲେ ଫକୀରପୁର ଗ୍ରାମର ବିଜୟ ମୁଣ୍ତା । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ମୃତଦେହକୁ ଜବତ୍ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି । ମୃତ ବିଜୟ ଫକୀରପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ଟ୍ରକରେ ହେଲପର୍ କାମ କରୁଥିଲେ ବୋଲି ଜଣା ପଡ଼ିଛି।

Show More

ସମ୍ବନ୍ଧୀୟ ଖବର

Back to top button